ରାଜ୍ୟରୁ କରୋନାରେ ଗଲା ଆଉ ୭ ଜୀବନ

Words
65
Reading
1 min
5y
Listen to this post
~1 min

ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଛି । ପୂର୍ବପେକ୍ଷା ଏବେ ମୃତ୍ୟୁ ସଂଖ୍ୟାରେ ହ୍ରାସ ପାଉଛି । ଯାହାଫଳରେ ଦୈନିକ ମୃତ୍ୟୁସଂଖ୍ୟା ସିଧାସଳଖ ୧୦ ତଳକୁ ଖସିଛି । ସେହିଅନୁଯାୟୀ ଗୋଟେଦିନରେ ରାଜ୍ୟରୁ କରୋନାରେ ୭ ଜଣଙ୍କ ଜୀବନ ଯାଇଛି । ଏହାପରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୧୫୭ ରେ ପହଁଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ମୃତକଙ୍କ ମଧ୍ୟରେ ଅନୁଗୁଳ, କଟକ, ଯାଜପୁର,ଖୋର୍ଦ୍ଧା,ନବରଙ୍ଗପୁର, ପୁରୀ, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।

ରାଜ୍ୟରୁ କରୋନାରେ ଗଲା ଆଉ ୭ ଜୀବନ | Ecency