ଦେଶରେ ଗୋଟେଦିନରେ ୨୮,୫୯୧ ହଜାର କରୋନା ଆକ୍ରାନ୍ତ ଚିହ୍ନଟ

Words
65
Reading
1 min
Listen
Play
5y

ନୂଆଦିଲ୍ଲୀ (ଏଟିଆର ବ୍ୟୁରୋ): ଦେଶରେ ଦୈନିକ ସଂକ୍ରମଣ ସଂଖ୍ୟା ଉପର ତଳ ହେଉଛି । ସହିଅନୁଯାୟୀ କେନ୍ଦ୍ରୀୟ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଜାରି କରାଯାଇଥିବା ସଂଖ୍ୟା ମୁତାବକ ଗତ ୨୪ ଘଣ୍ଟା ମଧ୍ୟରେ ନୂତନ ୨୮,୫୯୧ ନୂତନ ମାମଲା ସାମ୍ନାକୁ ଆସିଥିବା ବେଳେ ଗତ ୨୪ ଘଣ୍ଟାରେ ୩୩୮ ଜଣଙ୍କର ମୃତ୍ୟୁ ହୋଇଛି ।

ସେହିପରି ଦେଶରେ ସୁସ୍ଥଙ୍କ ସଂଖ୍ୟା ବୃଦ୍ଧି ହେବାରେ ଲାଗିଛି । ଏପର୍ଯ୍ୟନ୍ତ ମୋଟ ୩,୨୪,୦୯,୩୪୫ ଜଣ ରୋଗୀ ସୁସ୍ଥ ହୋଇ ସାରିଲେଣି । ଅନ୍ୟପଟେ ଏବେ ଦେଶରେ ୩,୮୪,୯୨୧ ଟି ସକ୍ରିୟ ମାମଲା ରହିଛି ।

ଦେଶରେ ଗୋଟେଦିନରେ ୨୮,୫୯୧ ହଜାର କରୋନା ଆକ୍ରାନ୍ତ ଚିହ୍ନଟ | Ecency